ଚିଲିକା :ଭାରତୀୟ ଜନତା ପାର୍ଟୀର ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟଠାରେ ବିଜେପି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ,ବିଜେପି ରାଷ୍ଟ୍ରୀୟ ପ୍ରବକ୍ତା ଶ୍ରୀ ଡ଼. ସମ୍ବିତ ପାତ୍ର ଏବଂ ଦୃଢ ସଂଗଠକ ତଥା ରାଜ୍ୟ ସାଧାରଣ ସମ୍ପାଦକ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଙ୍କ ଉପସ୍ଥିତିରେ ଚିଲିକା ନିର୍ବାଚନ ମଣ୍ଡଳୀର. ତୁମ୍ବୁରାପୁଟ. ଭବାନୀପୁର. ଦାମିଆ ବରବରା. ନୀଳାଦ୍ରି ପ୍ରସାଦ. ଭେଟେଶ୍ୱର ପଞ୍ଚାୟତ ର ଶତାଧିକ ବିଜେଡି କର୍ମୀ ଆନୁଷ୍ଠାନିକ ଭାବେ ଆଜି ବିଜେପିରେ ସାମିଲ ହୋଇଛନ୍ତି।
ଚିଲିକାର ଶତାଧିକ କର୍ମୀ ବିଜେଡି ଛାଡି ବିଜେପି ରେ ସାମିଲ l

More Stories
ବିଜେଡି ନେତ୍ରୀଙ୍କ ନିର୍ବାଚନୀ କ୍ୟାମ୍ପେନିଂ , ହୃଦୟ ଯୋଡ଼ଯାତ୍ରା l
ଭାରତୀୟ ଜନତା ପାର୍ଟି ପକ୍ଷରୁ ଜନ ଆନ୍ଦୋଳନ ସହ ବ୍ଲକ ଘେରାଉ l
କୁମାରାଙ୍ଗ ଶାସନ ଗ୍ରାମ ପଞ୍ଚାୟତରେ ମିଶନ ଶକ୍ତି ଗୃହର ଶୁଭ ଉଦ୍ ଘାଟନ ହୋଇଯାଇଅଛି l